Hosea 9:13 — Compare Translations
5 translations compared side by side
Odia - 1840
"ଆମ୍ଭେ ଦେଖିପାରୁଛୁ ଇଫ୍ରଯିମ ତା'ର ପିଲାମାନଙ୍କୁ ୟନ୍ତା ମଧ୍ଯକୁ ନେଉଛି। ଇଫ୍ରଯିମ ତା'ର ପିଲାମାନଙ୍କୁ ଘାତକ ନିକଟକୁ ଆଣୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଦେଖି ପାରୁଛୁ ଇଫ୍ରୟିମ ତା’ର ପିଲାମାନଙ୍କୁ ଯନ୍ତା ମଧ୍ୟକୁ ନେଉଛି। ଇଫ୍ରୟିମ ତା’ର ପିଲାମାନଙ୍କୁ ଘାତକ ନିକଟକୁ ଆଣୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।”