Hosea 9:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ତୁମ୍ଭେ ଯାହା ଗ୍ଭହଁ ତାହା ସମାନଙ୍କେୁ ଦିଅ। ଶିଶୁହରା ଗର୍ଭଶଯ ସମାନଙ୍କେୁ ଦିଅ, କ୍ଷୀର ବାହାରୁନଥିବା ସ୍ତନ ସମାନଙ୍କେୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭେ ଯାହା ଗ୍ଭହଁ ତାହା ସେମାନଙ୍କୁ ଦିଅ। ଶିଶୁହରା ଗର୍ଭାଶୟ ସେମାନଙ୍କୁ ଦିଅ, କ୍ଷୀର ବାହାରୁନଥିବା ସ୍ତନ ସେମାନଙ୍କୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।