Hosea 9:15 — Compare Translations
5 translations compared side by side
Odia - 1840
"ସମାନଙ୍କେର ସମସ୍ତ ମନ୍ଦ କାର୍ୟ୍ଯ ଗିଲ୍ଗଲ୍ ରେ ଅଛି। ଆମ୍ଭେ ସମାନଙ୍କେୁ ସଠାେ ରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ଯାଗ କରିବାକୁ ଆମ୍ଭେ ସମାନଙ୍କେୁ ବାଧ୍ଯ କରିବା, କାରଣ ସମାନେେ ମନ୍ଦ କାର୍ୟ୍ଯ କରନ୍ତି। ଆମ୍ଭେ ସମାନଙ୍କେୁ ଆଉ ଭଲ ପାଇବା ନାହିଁ। ସମାନଙ୍କେର ନେତାମାନେ ବିଦ୍ରୋହି, ସମାନେେ ଆମ୍ଭର ବିରୁଦ୍ଧ ରେ ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ସମସ୍ତ ମନ୍ଦକାର୍ଯ୍ୟ ଗିଲ୍ଗଲ୍ରେ ଅଛି। ଆମ୍ଭେ ସେମାନଙ୍କୁ ସେଠାରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ୟାଗ କରିବାକୁ ଆମ୍ଭେ ସେମାନଙ୍କୁ ବାଧ୍ୟ କରିବା, କାରଣ ସେମାନେ ମନ୍ଦକାର୍ଯ୍ୟ କରନ୍ତି। ଆମ୍ଭେ ସେମାନଙ୍କୁ ଆଉ ଭଲ ପାଇବା ନାହିଁ। ସେମାନଙ୍କର ନେତାମାନେ ବିଦ୍ରୋହି, ସେମାନେ ଆମ୍ଭର ବିରୁଦ୍ଧରେ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
Odia IRV 2017 (ଓଡିଆ ବାଇବେଲ)