Hosea 9:16 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ଦଣ୍ତିତ ହବେ। ସମାନଙ୍କେର ମୂଳ ମରିୟାଇଛି। ସମାନଙ୍କେର ଆଉ ଅଧିକ ସନ୍ତାନ ହବେେ ନାହିଁ। ସମାନେେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସମାନଙ୍କେର ମହାନ୍ ସନ୍ତାନଙ୍କୁ ଆମ୍ଭେ ହତ୍ଯା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ ଦଣ୍ତିତ ହେବ। ସେମାନଙ୍କର ମୂଳ ମରିଯାଇଛି। ସେମାନଙ୍କର ଆଉ ଅଧିକ ସନ୍ତାନ ହେବେ ନାହିଁ। ସେମାନେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସେମାନଙ୍କର ମହାନ ସନ୍ତାନଙ୍କୁ ଆମ୍ଭେ ହତ୍ୟା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।