Hosea 9:17 — Compare Translations

5 translations compared side by side

Odia - 1840
"ଏହି ଲୋକମାନେ ମାରେ ପରମେଶ୍ବରଙ୍କ କଥା ଶୁଣିଲେ ନାହିଁ, ତେଣୁ ପ୍ରଭୁ ସମାନଙ୍କେ କଥା ଶୁଣିବେ ନାହିଁ। ସମାନେେ ବସହରା ହାଇେ ୟାୟାବର ପରି ଏଣତେଣେେ ଦେଶର ସବୁଆଡେ ବୁଲିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ପରମେଶ୍ଵର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ମୋର ପରମେଶ୍ୱରଙ୍କ କଥା ଶୁଣିଲେ ନାହିଁ, ତେଣୁ ପ୍ରଭୁ ସେମାନଙ୍କ କଥା ଶୁଣିବେ ନାହିଁ। ସେମାନେ ବସହରା ହୋଇ ଯାଯାବର ପରି ଏଣେତେଣେ ଦେଶର ସବୁଆଡ଼େ ବୁଲିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।