Hosea 9:2 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ଖଳାର ଶସ୍ଯ ଇଶ୍ରାୟେଲକୁ ପ୍ରଚୁର ଖାଦ୍ୟ ଦବେ ନାହିଁ। ସଠାେ ରେ ମଧ୍ଯ ପ୍ରଚୁର ଦ୍ରାକ୍ଷାରସ ଇଶ୍ରାୟେଲ ପାଇଁ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଖଳାର ଶସ୍ୟ ଇସ୍ରାଏଲକୁ ପ୍ରଚୁର ଖାଦ୍ୟ ଦେବ ନାହିଁ। ସେଠାରେ ମଧ୍ୟ ପ୍ରଚୁର ଦ୍ରାକ୍ଷାରସ ଇସ୍ରାଏଲ ପାଇଁ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।