Hosea 9:3 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କ ରାଜ୍ଯ ରେ ରହିପାରିବେ ନାହିଁ। ଇଫ୍ରଯିମ ମିଶରକୁ ଫରେିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସହେି ଖାଦ୍ୟ ସମାନେେ ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ⇧।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କ ରାଜ୍ୟରେ ରହିପାରିବେ ନାହିଁ। ଇଫ୍ରୟିମ ମିଶରକୁ ଫେରିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସେହି ଖାଦ୍ୟ ସେମାନେ ଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।