Hosea 9:5 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କ ନିମନ୍ତେ କୌଣସି ପର୍ବ ବା ଉତ୍ସବ ପାଳନ କରିବାକୁ କ୍ଷମ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ନିମନ୍ତେ କୌଣସି ପର୍ବ ବା ଉତ୍ସବ ପାଳନ କରିବାକୁ କ୍ଷମ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
Odia IRV 2017 (ଓଡିଆ ବାଇବେଲ)
ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?