Hosea 9:7 — Compare Translations
5 translations compared side by side
Odia - 1840
"ଭବିଷ୍ଯଦ୍ବକ୍ତା କହନ୍ତି, ଇଶ୍ରାୟେଲ ଏହି ନୀତିଗୁଡିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିୟାଇଛି। ତୁମ୍ଭେ ଯେଉଁ ମନ୍ଦ କାର୍ୟ୍ଯ କରିଥିଲ ତା'ର ଫଳ ପାଇବା ସମୟ ଆସି ୟାଇଛି। କିନ୍ତୁ ଇଶ୍ରାୟେଲର ଲୋକେ କହନ୍ତି, ଭବିଷ୍ଯଦ୍ବକ୍ତା ଜଣେ ନିର୍ ବୋଧ। ପରମେଶ୍ବରଙ୍କ ଆତ୍ମା ସହିତ ଏହି ବ୍ଯକ୍ତି ପାଗଳ। ଭବିଷ୍ଯଦ୍ବକ୍ତା କହନ୍ତି, ତୁମ୍ଭମାନେେ ତୁମ୍ଭମାନଙ୍କ ଜଘନ୍ଯ ପାପ ଲାଗି ଦଣ୍ତିତ ହବେ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ତର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ । ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉନ୍ମତ୍ତ,, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତ ଭବିଷ୍ୟଦ୍ବକ୍ତାଙ୍କୁ ଇସ୍ରାଏଲ ପ୍ରତ୍ୟାଖ୍ୟାନ କଲା ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା’ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Odia IRV 2017 (ଓଡିଆ ବାଇବେଲ)
ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।