Hosea 9:8 — Compare Translations
5 translations compared side by side
Odia - 1840
"ଭବିଷ୍ଯଦ୍ବକ୍ତା ଇଫ୍ରଯିମ, ମାରେପରମେଶ୍ବରଙ୍କ ଲୋକ ଉପ ରେ ଜଗୁଆଳି ଅଟେ। କିନ୍ତୁ ପଥ ମଧିଅରେ ଅନକେ ଫାଶ ଅଛି ଏବଂ ଲୋକମାନେ ଭବିଷ୍ଯତ୍ବକ୍ତାଙ୍କୁ ଘୃଣା କରନ୍ତି। ଏପରିକି ତାଙ୍କ ପରମେଶ୍ବରଙ୍କ ଘ ରେ ମଧ୍ଯ ଶତୃତା ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ମୋʼ ପରମେଶ୍ଵରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ବ୍ୟାଧର ଫାନ୍ଦ ଓ ତାହାର ପରମେଶ୍ଵରଙ୍କ ଗୃହରେ ଶତ୍ରୁତାଭାବ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା ଇଫ୍ରୟିମ, ମୋର ପରମେଶ୍ୱରଙ୍କ ଲୋକ ଉପରେ ଜଗୁଆଳି ଅଟେ। କିନ୍ତୁ ପଥ ମଧ୍ୟରେ ଅନେକ ଫାଶ ଅଛି ଏବଂ ଲୋକମାନେ ଭବିଷ୍ୟଦ୍ବକ୍ତାଙ୍କୁ ଘୃଣା କରନ୍ତି। ଏପରିକି ତାଙ୍କ ପରମେଶ୍ୱରଙ୍କ ଘରେ ମଧ୍ୟ ଶତ୍ରୁତା ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।