Isaiah 1:10 — Compare Translations
5 translations compared side by side
Odia - 1840
"ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦୋମର ପ୍ରାଚୀନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହମୋରାର ଲୋକମାନେ, ପରମେଶ୍ୱରଙ୍କ ଶିକ୍ଷାସମୂହ ପ୍ରତି ଧ୍ୟାନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।