Isaiah 1:11 — Compare Translations
5 translations compared side by side
Odia - 1840
"ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କି ମେଷ କି ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁହନ୍ତି, “ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ? ମୁଁ ମେଷର ଓ ହୃଷ୍ଟପୁଷ୍ଟ ଗୋରୁଗାଈର ମେଦର ହୋମବଳି ପ୍ରତି ବିତୃଷ୍ଣା ହୋଇ ଯାଇଛି। ମୁଁ ଆଉ ଷଣ୍ଢ, ମେଷ ଓ ଛାଗମାନଙ୍କର ରକ୍ତ ଗ୍ଭହେଁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।