Isaiah 1:12 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ମାେତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭମାନେେ ମାରେ ପ୍ରାଙ୍ଗଣ ରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେମାନେ ମୋତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭେମାନେ ମୋର ପ୍ରାଙ୍ଗଣରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?