Isaiah 1:13 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା- ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।