Isaiah 1:14 — Compare Translations
5 translations compared side by side
Odia - 1840
"ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ଯା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସହେିସବୁ ଭାର ଆମ୍ଭପ୍ରତି କ୍ଲେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଲାନ୍ତ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଳେଶକର; ଆମ୍ଭେ ସେସବୁ ବହିବାକୁ କ୍ଳା; ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସେହିସବୁ ଭାର ଆମ୍ଭ ପ୍ରତି କ୍ଳେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଳାନ୍ତ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।