Isaiah 1:17 — Compare Translations

5 translations compared side by side

Odia - 1840
"ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
Odia IRV 2017 (ଓଡିଆ ବାଇବେଲ)
ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”