Isaiah 1:19 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ଦେବ ଓ ମୋର ଆଜ୍ଞାବହ ହେବ ତେବେ ତୁମ୍ଭେମାନେ ଦେଶରେ ଉତ୍ତମ ଫଳ ଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।