Isaiah 1:2 — Compare Translations

5 translations compared side by side

Odia - 1840
"ହେ ସ୍ବର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସଦାପ୍ରଭୁ କହିଛନ୍ତି, ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସମାନେେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆକାଶମଣ୍ତଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତିନ୍ତ ଆମ୍ଭେ ସନ୍ତାନ-ଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ତାଙ୍କ ସନ୍ତାନଗଣଙ୍କ ବିରୁଦ୍ଧରେ ଅଭିଯୋଗ ହେ ସ୍ୱର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ! ସଦାପ୍ରଭୁ କହିଛନ୍ତି, “ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”