Isaiah 1:20 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ନ ଦିଅ ଏବଂ ମାରେ ବିରୁଦ୍ଧାଚରଣ କର, ତବେେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ବଂସ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ନ ଦିଅ ଏବଂ ମୋର ବିରୁଦ୍ଧାଚରଣ କର, ତେବେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ୱଂସ କରିବେ।” ସଦାପ୍ରଭୁ ନିଜେ ଏହିସବୁ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।