Isaiah 1:21 — Compare Translations

5 translations compared side by side

Odia - 1840
"ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତୀ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା । ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନୁହେଁ ପରମେଶ୍ୱର କୁହନ୍ତି, “ଯିରୁଶାଲମ ଏକ ନଗର ଯାହା ମୋ’ ପ୍ରତି ବିଶ୍ୱସ୍ତ ଥିଲା। କିଏ ଏହାକୁ ଏକ ବ୍ୟଭିଗ୍ଭରିଣୀରେ ପରିଣତ କଲା? ଯିରୁଶାଲମ ନ୍ୟାୟ ପୂର୍ଣ୍ଣ ହେବା ଉଚିତ୍। ଯିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ୟାକାରୀମାନଙ୍କର ବାସସ୍ଥାନରେ ପରିଣତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।