Isaiah 1:22 — Compare Translations
5 translations compared side by side
Odia - 1840
"ଉତ୍ତମଗୁଣ ରୂପା ସଦୃଶ। ମାତ୍ର ତୁମ୍ଭର ରୂପା ଖାଦ ପାଲଟିଛି। ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହାଇେଅଛି। ଉତ୍ତମଗୁଣ ଦୁର୍ବଳ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଉତ୍ତମଗୁଣ ରୂପା ସଦୃଶ। ମାତ୍ର ତୁମ୍ଭର ରୂପା ଖାଦ ପାଲଟିଛି। ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି। ଉତ୍ତମଗୁଣ ଦୁର୍ବଳ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।