Isaiah 1:23 — Compare Translations

5 translations compared side by side

Odia - 1840
"ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି⇧; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶାସକଗଣ ବିଦ୍ରୋହୀ ହୋଇଛନ୍ତି ଓ ଗ୍ଭେରମାନଙ୍କର ବନ୍ଧୁ ହୋଇଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ୟାୟ କାର୍ଯ୍ୟ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସେହି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସେହି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସେମାନଙ୍କର ଦରକାର ବେଳେ ସାହାଯ୍ୟ କରନ୍ତି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।