Isaiah 1:24 — Compare Translations

5 translations compared side by side

Odia - 1840
"ଏହିସବୁ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲ ବଳଦାତା କୁହନ୍ତି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବାନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲ ବଳଦାତା କୁହନ୍ତି, “ମୁଁ ମୋର ଶତ୍ରୁମାନଙ୍କୁ ଶାସ୍ତି ଦେବି, ମୁଁ ମୋର ଶତ୍ରୁମାନଙ୍କୁ ଶାସ୍ତି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;