Isaiah 1:25 — Compare Translations
5 translations compared side by side
Odia - 1840
"ଲୋକମନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ଯବହାର କରନ୍ତି। ସହେିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ିନବେି ଓ ତୁମ୍ଭମାନଙ୍କୁ ପବିତ୍ର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ୟବହାର କରନ୍ତି। ସେହିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ି ନେବି ଓ ତୁମ୍ଭମାନଙ୍କୁ ପବିତ୍ର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;