Isaiah 1:26 — Compare Translations

5 translations compared side by side

Odia - 1840
"ଆଦ୍ଯ ସମୟ ପରି ମୁଁ ବିଚାରକାରୀଗଣଙ୍କୁ ଫରୋଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନା କରିବି। ତାପ ରେ ତୁମ୍ଭେ 'ଉତ୍ତମ ଓ ବିଶ୍ବସ୍ତ ନଗରୀ ବୋଲି କଥିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ସତୀ ନଗରୀ ବୋଲି ବିଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଦ୍ୟ ସମୟ ପରି ମୁଁ ବିଗ୍ଭରକାରୀଗଣଙ୍କୁ ଫେରାଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନ କରିବି। ତା’ପରେ ତୁମ୍ଭେ ‘ଉତ୍ତମ ଓ ବିଶ୍ୱସ୍ତ ନଗରୀ ବୋଲି କଥିତ ହେବ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।