Isaiah 1:27 — Compare Translations
5 translations compared side by side
Odia - 1840
"ପରମେଶ୍ବର ଉତ୍ତମ ଏବଂ ସେ ନ୍ଯାଯ ବିଚାର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ଯାବର୍ତ୍ତନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନ ନ୍ୟାୟବିଚାର ଦ୍ଵାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ଵାରା ମୁକ୍ତି ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉତ୍ତମ ଏବଂ ସେ ନ୍ୟାୟ ବିଗ୍ଭର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ୟାବର୍ତ୍ତନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
Odia IRV 2017 (ଓଡିଆ ବାଇବେଲ)
ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।