Isaiah 1:28 — Compare Translations
5 translations compared side by side
Odia - 1840
"ମାତ୍ର ସମସ୍ତ ଅଧର୍ମାଚାରୀ ଓ ପାପୀଗଣ ବିନଷ୍ଟ ହବେେ। ଯେଉଁମାନେ ସଦାପ୍ରଭୁଙ୍କୁ ଅବଜ୍ଞା କରନ୍ତି ସମାନେେ ସଂହାରିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସମସ୍ତ ଅଧର୍ମାଗ୍ଭରୀ ଓ ପାପୀଗଣ ବିନଷ୍ଟ ହେବେ। ଯେଉଁମାନେ ସଦାପ୍ରଭୁଙ୍କୁ ଅବଜ୍ଞା କରନ୍ତି ସେମାନେ ସଂହାରିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।