Isaiah 1:29 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପୂଜାକରିବାକୁ ବାଛିଥିବା ଆଲୋନଗଛ ଓ ସ୍ବତନ୍ତ୍ର ବଗିଚା ପାଇଁ ଭବିଷ୍ଯତ ରେ ଲୋକମାନେ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପୂଜା କରିବାକୁ ବାଛିଥିବା ଅଲୋନଗଛ ଓ ସ୍ୱତନ୍ତ୍ର ବଗିଗ୍ଭ ପାଇଁ ଭବିଷ୍ୟତରେ ଲୋକମାନେ ଲଜ୍ଜିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍‍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।