Isaiah 1:3 — Compare Translations

5 translations compared side by side

Odia - 1840
"ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଚାଳକଙ୍କୁ ଜାଣେ, ମାତ୍ର ଇଶ୍ରାୟେଲ ଲୋକମାନେ ମାେତେ ଚିହ୍ନିପାରିଲେ ନାହିଁ। ମାରେଲୋକମାନେ ମାେତେ ବୁଝୁ ନାହାଁନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ତକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଈ ତା’ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ, ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ। ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।