Isaiah 1:30 — Compare Translations
5 translations compared side by side
Odia - 1840
"ଏହା ଘଟିବ କାରଣ ତୁମ୍ଭମାନେେ ଶୁଷ୍କ ପତ୍ର ବିଶିଷ୍ଟ ଆଲୋନଗଛ ଓ ନିର୍ଜନ ଉଦ୍ୟାନ ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଘଟିବ କାରଣ ତୁମ୍ଭେମାନେ ଶୁଷ୍କ ପତ୍ର ବିଶିଷ୍ଟ ଅଲୋନଗଛ ଓ ନିର୍ଜନ ଉଦ୍ୟାନ ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ୍ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।