Isaiah 1:31 — Compare Translations

5 translations compared side by side

Odia - 1840
"ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହବେେ ଏବଂ ସମାନଙ୍କେର କର୍ମ ଅଗ୍ନିକଣା ସଦୃଶ ହବେ। ସହେି ବଳବାନ୍ ଲୋକମାନେ ଓ ସମାନଙ୍କେର କର୍ମ ସବୁ ଅଗ୍ନି ରେ ପୋଡ଼ି ଦବେେ। ସହେି ଅଗ୍ନିକୁ କହେି ନିର୍ବାପିତ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ଵଳିବ ଓ କେହି ତାହା ନିଭାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହେବେ ଏବଂ ସେମାନଙ୍କର କର୍ମ ଅଗ୍ନିକଣା ସଦୃଶ ହେବ। ସେହି ବଳବାନ୍ ଲୋକମାନେ ଓ ସେମାନଙ୍କର କର୍ମ ସବୁ ଅଗ୍ନିରେ ପୋଡ଼ି ଦେବେ। ସେହି ଅଗ୍ନିକୁ କେହି ନିର୍ବାପିତ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।