Isaiah 1:5 — Compare Translations

5 translations compared side by side

Odia - 1840
"ପରମେଶ୍ବର କୁହନ୍ତି, ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଚାଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦଲେୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭମାନେେ ମାେ ବିରୁଦ୍ଧ ରେ ବିଦ୍ରୋହ କରି ଚାଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦଯ ପୀଡ଼ିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।