Isaiah 1:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା' ରେ ପରିପୂର୍ଣ୍ଣ। ତୁମ୍ଭମାନେେ ସେ କ୍ଷତର ଯତ୍ନ ନଲେ ନାହିଁ। ତୁମ୍ଭମାନଙ୍କର ସହେି କ୍ଷତଗୁଡ଼ିକ ପରିଷ୍କୃତ ହାଇେ ନାହିଁ କିମ୍ବା ଆବୃତ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ଵାସ୍ଥ୍ୟ ନାହିଁ; କେବଳ କ୍ଷତ ଓ ଦାଗ ଓ ପୂଜପୂର୍ଣ୍ଣ ଘା; ସେସବୁ ଟିପା କି ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ଵାରା କୋମଳ କରାଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା’ରେ ପରିପୂର୍ଣ୍ଣ। ତୁମ୍ଭେମାନେ ସେ କ୍ଷତର ଯତ୍ନ ନେଲ ନାହିଁ। ତୁମ୍ଭମାନଙ୍କର ସେହି କ୍ଷତଗୁଡ଼ିକ ପରିଷ୍କୃତ ହୋଇ ନାହିଁ କିମ୍ବା ଆବୃତ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହିସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।