Isaiah 1:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଦେଶ ଧ୍ବଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନି ରେ ଭସ୍ମିଭୂତ ହାଇେଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ବାରା ଅଧିକୃତ। ସୈନ୍ଯବାହିନୀ ଦ୍ବାରା ଦେଶ ଧ୍ବଂସ ହେଲା ପରି ତୁମ୍ଭର ଦେଶ ଧ୍ବଂସ ହାଇୟୋଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ଦେଶ ଧ୍ଵଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀ-ମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ଵାରା ବିନଷ୍ଟ ହେବା ତୁଲ୍ୟ ଧ୍ଵଂସସ୍ଥାନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭମାନଙ୍କର ଦେଶ ଧ୍ୱଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନିରେ ଭସ୍ମିଭୂତ ହୋଇଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ୱାରା ଅଧିକୃତ। ସୈନ୍ୟବାହିନୀ ଦ୍ୱାରା ଦେଶ ଧ୍ୱଂସ ହେଲାପରି ତୁମ୍ଭର ଦେଶ ଧ୍ୱଂସ ହୋଇଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।