Isaiah 1:8 — Compare Translations

5 translations compared side by side

Odia - 1840
"ସିୟୋନର କନ୍ଯା ପରିତ୍ଯକ୍ତ ଦ୍ରାକ୍ଷା କ୍ଷେତ୍ର ରେ ଗୋଟିଏ କୁଡ଼ିଆ ସଦୃଶ ଦଖାଯାେଉଛି। ଏକ ପରିତ୍ଯକ୍ତ କାକୁଡ଼ିକ୍ଷେତ୍ର ସଦୃଶ ପରି। ଆଉ ଏହା ଶତ୍ରୁମାନଙ୍କ ଦ୍ବାରା ଅବରୋଧିତ ନଗର ସଦୃଶ ହାଇେଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
Warnings for Jerusalem ସିୟୋନର କନ୍ୟା ପରିତ୍ୟକ୍ତ ଦ୍ରାକ୍ଷାକ୍ଷେତ୍ର‌ରେ ଗୋଟିଏ କୁଡ଼ିଆ ସଦୃଶ ଦେଖାଯାଉଛି। ଏକ ପରିତ୍ୟକ୍ତ କାକୁଡ଼ିକ୍ଷେତ୍ର ସଦୃଶ। ଆଉ ଏହା ଶତ୍ରୁମାନଙ୍କ ଦ୍ୱାରା ଅବରୋଧିତ ନଗର ସଦୃଶ ହୋଇଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।