Isaiah 1:9 — Compare Translations

5 translations compared side by side

Odia - 1840
"ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା’ ନ ହୋଇଥିଲେ ଆମ୍ଭେମାନେ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇଥା’ନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ।