Isaiah 10:1 — Compare Translations

5 translations compared side by side

Odia - 1840
"ଯେଉଁମାନେ ଅଧର୍ମ ବ୍ଯବସ୍ଥା କରନ୍ତି ସେ ଆଇନ ପ୍ରଣଯନକାରୀମାନଙ୍କୁ ଧ୍ଯାନ ଦିଅ। ଯେଉଁ ନିଯମ ପ୍ରଣଯନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମଯ ଓ ଜଟିଳ କରିବା ପାଇଁ ଲେଖନ୍ତି। ସମାନେେ ସନ୍ତାପର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଅଧର୍ମ ବ୍ୟବସ୍ଥା କରନ୍ତି ସେ ଆଇନ ପ୍ରଣୟନକାରୀମାନଙ୍କୁ ଧ୍ୟାନ ଦିଅ। ଯେଉଁ ନିୟମ ପ୍ରଣୟନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମୟ ଓ ଜଟିଳ କରିବା ପାଇଁ ଲେଖନ୍ତି। ସେମାନେ ସନ୍ତାପର ପାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର!