Isaiah 10:11 — Compare Translations

5 translations compared side by side

Odia - 1840
"ମୁଁ ଶମରିଯା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସହେିପରି ମଧ୍ଯ ୟିରୁଶାଲମ୍ ଓ ତା'ର ଲୋକମାନଙ୍କ ଦ୍ବାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେପରି କରିବା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶମରିୟା ଓ ତା’ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସେହିପରି ମଧ୍ୟ ଯିରୁଶାଲମ ଓ ତା’ର ଲୋକମାନଙ୍କ ଦ୍ୱାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେହିପରି କରିବା ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ?