Isaiah 10:12 — Compare Translations
5 translations compared side by side
Odia - 1840
"ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ଵରର ପ୍ରତିଫଳ ଦେବା।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।