Isaiah 10:13 — Compare Translations
5 translations compared side by side
Odia - 1840
"ଅଶୂରର ରାଜା କ ହେ, ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ଵାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜା କହେ, “ମୁଁ ଅତି ଜ୍ଞାନୀ, ମୋର ଜ୍ଞାନ ଓ ଶକ୍ତି ବଳରେ ମୁଁ ବହୁ ମହାନ କାର୍ଯ୍ୟ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ୟ ତା’ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
Odia IRV 2017 (ଓଡିଆ ବାଇବେଲ)
କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;