Isaiah 10:15 — Compare Translations
5 translations compared side by side
Odia - 1840
"ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁହ୍ରାଡ଼ି କʼଣ ତଦ୍ଦ୍ଵାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବଣ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ତ ଉଠାନ୍ତି, ଦଣ୍ତ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ କୁହ୍ରାଡ଼ି କ’ଣ ତା’ର ଛେଦନକର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହୋଇ ପାରିବ କି? କରତ କ’ଣ କରତିୟର ବିରୁଦ୍ଧରେ କିଛି କରି ପାରିବ ନାହିଁ। ମାତ୍ର ଅଶୂର ପରମେଶ୍ୱରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ଯଷ୍ଟି ନିଜକୁ ଯଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?
Odia IRV 2017 (ଓଡିଆ ବାଇବେଲ)
କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ?