Isaiah 10:16 — Compare Translations
5 translations compared side by side
Odia - 1840
"ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ଭାବେ ସେ ମହାନ। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା’ ବିରୁଦ୍ଧରେ ଏକ ଭୟଙ୍କର ବ୍ୟାଧି ପଠାଇବେ। ଗୋଟିଏ ରୋଗୀ ତା’ର ଓଜନ ହରାଇଲା ପରି ଅଶୂର ତା’ର ଅର୍ଥ ଓ ସାମର୍ଥ୍ୟ ହରାଇବ। ତା’ପରେ ଅଶୂରର ସମସ୍ତ ଗୌରବ ଧ୍ୱଂସ ପାଇବ। ଏହା ଅଶୂରର ସମସ୍ତ ଧ୍ୱଂସ କରିବା ପର୍ଯ୍ୟନ୍ତ ଜ୍ୱଳନ୍ତ ଅଗ୍ନି ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।