Isaiah 10:17 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଜ୍ଯୋତି ଗୋଟିଏ ଜ୍ବଳନ୍ତ ଅଗ୍ନି ପରି ହବେେ। ସହେି ଧର୍ମସ୍ବରୂପ ଏକ ଶିଖା ସଦୃଶ ହବେେ। ସହେି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ଵରୂପ ହେବ ଓ ତାହାର ଧର୍ମସ୍ଵରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ଵଳି ଏକ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଜ୍ୟୋତିଃ ଗୋଟିଏ ଜ୍ୱଳନ୍ତ ଅଗ୍ନି ପରି ହେବେ। ସେହି ଧର୍ମସ୍ୱରୂପ ଏକ ଶିଖା ସଦୃଶ ହେବେ। ସେହି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।