Isaiah 10:18 — Compare Translations

5 translations compared side by side

Odia - 1840
"ତା'ପ ରେ ସହେି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷତକେୁ ପୋଡ଼ି ପକାଇବେ। ଶଷେ ରେ ସମସ୍ତ ଜିନିଷ ଏହି ଅଗ୍ନିଶିଖା ରେ ବଳି ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ଵଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେପରି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷେତକୁ ପୋଡ଼ି ପକାଇବେ। ଶେଷରେ ସମସ୍ତ ଜିନିଷ ଏହି ଅଗ୍ନିଶିଖାରେ ବଳି ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।