Isaiah 10:19 — Compare Translations

5 translations compared side by side

Odia - 1840
"କବଳେ ବଣ ରେ ଅଳ୍ପ କତେୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ବଣରେ ଅଳ୍ପ କେତୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।