Isaiah 10:2 — Compare Translations
5 translations compared side by side
Odia - 1840
"ସହେି ବ୍ଯବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ଯାଯ ବିଚାର କରନ୍ତି ନାହିଁ। ସମାନେେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସମାନେେ ମଧ୍ଯ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟଦ୍ରବ୍ୟ ସ୍ଵରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ଵରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟ-ବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରନ୍ତି ନାହିଁ। ସେମାନେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସେମାନେ ମଧ୍ୟ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।