Isaiah 10:20 — Compare Translations
5 translations compared side by side
Odia - 1840
"ସହେି ସମୟରେ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପ ରେ ଆଉ ନିର୍ଭର କରିବେ ନାହିଁ। ସମାନେେ ଇଶ୍ରାୟେଲର ଧର୍ମସ୍ବରୂପ ସଦାପ୍ରଭୁଙ୍କ ଉପ ରେ ନିର୍ଭର କରିବା ଶିକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଇସ୍ରାଏଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପରେ ଆଉ ନିର୍ଭର କରିବେ ନାହିଁ। ସେମାନେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବା ଶିକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।