Isaiah 10:21 — Compare Translations
5 translations compared side by side
Odia - 1840
"ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ଯ ପୁଣି ପରାକ୍ରାନ୍ତ ପରମେଶ୍ବରଙ୍କୁ ଅନୁସରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରା; ପରମେଶ୍ଵରଙ୍କ ନିକଟକୁ ଫେରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ୟ ପୁଣି ପରାକ୍ରାନ୍ତ ପରମେଶ୍ୱରଙ୍କୁ ଅନୁସରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।