Isaiah 10:22 — Compare Translations
5 translations compared side by side
Odia - 1840
"ଯଦିଓ ଇଶ୍ରାୟେଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସମାନେେ ସଦାପ୍ରଭୁଙ୍କ ପାଖକୁ ଫରେି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ବଂସ ପାଇବ। ପରମେଶ୍ବର ତୁମ୍ଭର ଦେଶ ଧ୍ବଂସ ହବେ ବୋଲି ଘାଷେଣା କରିଛନ୍ତି। ତା'ପ ରେ ଧାର୍ମିକତା ନଦୀର ବନ୍ଯାଜଳ ସଦୃଶ ଦେଶମଧ୍ଯକୁ ବହି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ଵରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଇସ୍ରାଏଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସେମାନେ ସଦାପ୍ରଭୁଙ୍କ ପାଖକୁ ଫେରି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ୱଂସ ପାଇବ। ପରମେଶ୍ୱର ତୁମ୍ଭର ଦେଶ ଧ୍ୱଂସ ହେବ ବୋଲି ଘୋଷଣା କରିଛନ୍ତି। ତା’ପରେ ଧାର୍ମିକତା ନଦୀର ବନ୍ୟାଜଳ ସଦୃଶ ଦେଶମଧ୍ୟକୁ ବହି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।