Isaiah 10:23 — Compare Translations

5 translations compared side by side

Odia - 1840
"ମାେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ନିଶ୍ଚିତ ଭାବରେ ଏହି ଦେଶକୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ନିଶ୍ଚିତ ଭାବରେ ଏହି ଦେଶକୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।